Devi (Paperback)

Devi By Sneha Mishra Cover Image

Devi (Paperback)

$12.00


Not Currently On Our Shelves. Usually Ships in 1-5 Days

ଏଇ ଗଳ୍ପ ସଂକଳନରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ୍ର]୍ୟ ।

Product Details ISBN: 9781645603412
ISBN-10: 1645603415
Publisher: Black Eagle Books
Publication Date: January 17th, 2023
Pages: 118
Language: Oriya